ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୭ ପଜିଟିଭ୍
ଭୁବନେଶ୍ୱର ୧୫।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୧୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି […]