ଦିଲ୍ଲୀ: ମେଟ୍ରୋ ଷ୍ଟେସନ୍ ନିକଟ କୋଠାରେ ଭୟାବହ ଅଗ୍ନିକାଣ୍ଡରେ ୨୬ ମୃତ, ଶୋକ ଜଣାଇଲେ ରାଷ୍ଟ୍ରପତି-ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏକ କୋଠାରେ ଆଜି ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଲେଖାଯିବା ବେଳକୁ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ବ ଲୋକ ଫସି ରହିଥିବା ଜଣାଯାଇଛି। ସମସ୍ତ ମୃତହେଦ ଉଦ୍ଧାର କରାଯାଇଛି। ଅଗ୍ନିଶମ ବାହିନୀର ମୁଖ୍ୟ ଅଧିକାରୀ ଅତୁଲ ଗର୍ଗ କହିଛନ୍ତି ଯେ, କୋଠାରେ ୩୦ରୁ ୪୦ ଜଣ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି। ସେ କହିଛନ୍ତି, ଉଦ୍ଧାର କାର୍ଯ୍ୟ ଜାରି […]