ଟ୍ରକକୁ ଧକ୍କା ଦେଲା ଆଉ ଏକ ଟ୍ରକ : ଡ୍ରାଇଭର୍ ମୃତ, ହେଲ୍ପର୍ ଗୁରୁତର
ସୋର ୦୮।୦୫ : ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକ୍କୁ ଧକ୍କା ଦେଲା ଆଉ ଏକ ଟ୍ରକ୍ । ବାଲେଶ୍ଵର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ବାହାନଗା ଛକ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ବାହାନଗା ଛକ ନିକଟରେ ଏକ ସାଗୁ ବୋଝେଇ ଟ୍ରକ୍ ଠିଆ ହୋଇଥିଲା । ଠିକ୍ ଏହି ସମୟରେ ଏକ ବାଲି ବୋଝେଇ ଟ୍ରକ୍ ଆସି […]