ନିଯୁକ୍ତି ପାଇବେ ୩ ହଜାର ଅଧ୍ୟାପକ
ଭୁବନେଶ୍ବର: ସ୍ନାତକ ମହାବିଦ୍ୟାଳୟ ତଥା ଯୁକ୍ତ୩ କଲେଜଗୁଡ଼ିକରେ ଖାଲି ପଡ଼ିଥିବା ଅଧ୍ୟାପକ ପଦବି ପୂରଣ ଦିଗରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। କିଛି ମାସ ତଳେ ୯୦୦ରୁ ଅଧିକ ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଏବର୍ଷ ଆଉ ୩ ହଜାର ଅଧ୍ୟାପକଙ୍କୁ ନିଯୁକ୍ତି ଦେବାକୁ ନିଷ୍ପତ୍ତି ହୋଇଛି। ପାଖାପାଖି ହଜାରେ ଅଧ୍ୟାପକଙ୍କ ନିଯୁକ୍ତି ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାରୁ ଦୁଇରୁ ତିନି ମାସ ମଧ୍ୟରେ ସେମାନଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରାଯିବ। ୪୭୬ ପଦବି ଲାଗି […]