ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୧୦୯ କରୋନା ପଜିଟିଭ୍
ନୂଆଦିଲ୍ଲୀ ୦୮/୦୪: କମୁଛି କରୋନା ଗ୍ରାଫ୍ । ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି […]