ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୬୭୮ କରୋନା ପଜିଟିଭ୍
ନୂଆଦିଲ୍ଲୀ ୧୧/୦୭: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ […]
