ବାପା-ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ବାଂଶପାଳ ୧।୭: ବାପା-ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପୋଲିସର ତଦନ୍ତ ଜାରି ରହିଛି । ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା ବାଂଶପାଳ ଗାଁରେ ବାପା-ପୁଅଙ୍କ ମୃତଦେହ ଉଦ୍ଧାର ହୋଇଛି । ଘର ନିକଟ ଜଙ୍ଗଲରୁ ଉଭୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ବାଂଶପାଳ ରଜାବନ୍ଧ ମୁଣ୍ଡା ସାହିର ଶୁକ୍ରା ମୁଣ୍ଡା ଓ […]