୧୦ ଦିନ ପାଇଁ ଭିତରକନିକା ବନ୍ଦ
ରାଜନଗର: ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡ଼ିକରେ କୁମ୍ଭୀରମାନଙ୍କର ଗଣନା କରାଯିବ। କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରି ୨ ତାରିଖରୁ ୧୧ ତାରିଖ ଯାଏ ୧୦ ଦିନ ଧରି କୁମ୍ଭୀରମାନଙ୍କ ଗଣନା କରାଯିବ। ୧୦ଦିନ ଧରି ଭିତରକନିକା ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରି ୧୨ରେ […]
