ଚିନ୍ତା ବଢ଼ାଇଲା କରୋନାର ନୂଆ ଭାରିଏଣ୍ଟ: ୩ ଦେଶର ଫେରନ୍ତାଙ୍କ ପାଇଁ ୧୦ ଦିନିଆ ସଙ୍ଗରୋଧରେ ରଖିବାକୁ ଆଡ଼ଭାଇଜରୀ ଜାରି
ଭୁବନେଶ୍ୱର,: ଦକ୍ଷିଣ ଆଫ୍ରିକାରେ କରୋନାର ନୂଆ ଭାରିଏଣ୍ଟ ଚିହ୍ନଟ ହୋଇଛି । ଏହାପରେ ଦକ୍ଷିଣ ଆଫ୍ରିକା, ବୋସୱାନା ଓ ହଂକଂରୁ ଆସୁଥିବା ଲୋକଙ୍କ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି ହୋଇଛି । ଏସମ୍ପର୍କରେ ଡ଼ିଏମ୍ଇଟି ରମା ରମଣ ମହାନ୍ତି ସୂଚନା ଦେଇ କହିଛନ୍ତି ଯେ ଏହି ୩ଦେଶରୁ ଫେରୁଥିବା ଲୋକଙ୍କ ପାଇଁ ଆଡ଼ଭାଇଜରୀ ଜାରି ହୋଇଛି । କେନ୍ଦ୍ର ସରକାର ଏବଂ ଡବ୍ଲ୍ୟୁଏଚ୍ଓ ଏହାକୁ ନେଇ ସତର୍କ କରାଇଛନ୍ତି । ବର୍ତ୍ତମାନ ରାଜ୍ୟରେ ସ୍ଥିତି ସ୍ଥିର ରହିଛି […]