ମାଓବାଦୀ ନାଁରେ ମାଗୁଥିଲେ ଟଙ୍କା, ୨ ଜଣଙ୍କୁ ଗିରଫ କଲା ପୋଲିସ
କଳାହାଣ୍ଡି ୨୫।୬: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ରୁ ୨ ନକଲି ମାଓବାଦୀ ଗିରଫ ହୋଇଛନ୍ତି । ବିଭିନ୍ନ ବ୍ୟବସାୟୀ ତଥା ଠିକାଦାରମାନଙ୍କୁ ମାଓବାଦୀ ନାଁରେ ଟଙ୍କା ମାଗୁଥିବା ଅଭିଯୋଗ ହୋଇଥିଲା । ଫଳରେ ୨ ଜଣଙ୍କୁ ଗିରଫ କରାଯାଇଥିବା ନେଇ କଳାହାଣ୍ଡି ଏସପି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସଂପୃକ୍ତ ଦୁଇ ଜଣ ବିଭିନ୍ନ ଲୋକଙ୍କଠାରୁ ପ୍ରାୟ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କା ନେଇଥିବା ସୂଚନା ମିଳିଛି । ଉକ୍ତ ଦୁଇ ଜଣଙ୍କ […]