ପରିସ୍ରା କରିବାକୁ ନେଇ ତୁମୂଳକାଣ୍ଡ, ଭାଇବୋହୂକୁ ମାଡ ମାରି କଲେ ଲହୁଲୁହାଣ
ଉଦଳା ୧୪।୬: ସାମାନ୍ୟ ପରିସ୍ରା କରିବାକୁ ନେଇ ତୁମୁଳକାଣ୍ଡ । ଭାଇବୋହୂକୁ ଅତି ନିର୍ଦ୍ଦୟ ଭାବେ ମାଡ ମାରି କଲେ ଲହୁଲୁହାଣ । ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ଅଂଚଳରେ । ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅଂଚଳର ପ୍ରମୋଦ ଚନ୍ଦ୍ର ଦାସଙ୍କ ନାବାଳକ ପୁଅ ନିଜ ଘର ବାହାରେ ପରିସ୍ରା କରୁଥିଲେ । ଏହାକୁ ନେଇ ପ୍ରମୋଦଙ୍କ ଦୁଇ ଭାଇ କାର୍ତ୍ତିକ ଚନ୍ଦ୍ର ଦାସ, ରନ କୁମାର ଦାସ ଉଭୟ ପ୍ରମୋଦଙ୍କ […]