ଟ୍ରକ୍କୁ ପଛରୁ ପିଟିଲା ଟ୍ରକ୍, ଜେସିବି ସାହାଯ୍ୟରେ ଉଦ୍ଧାର ହେଲେ ଚାପିହୋଇ ରହିଥିବା ୨ ଜଣ
ଭଦ୍ରକ ୭।୬: ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା । ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ଟ୍ରକ । ପଛ ଟ୍ରକର ଦୁଇ କର୍ମଚାରୀ ଚାପିହୋଇ ରହିଥିବା ବେଳେ ଜେସିବି ସାହାଯ୍ୟରେ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ସୂଚନାଯୋଗ୍ୟ ଯେ, ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ଦମକଳ କେନ୍ଦ୍ର ସମ୍ମୁଖରେ ଦୁର୍ଘଟଣା ଘଟିଛି । ଏକ ଟ୍ରକ୍ ଠିଆ ହୋଇଥିବା ବେଳେ ଭୁବନେଶ୍ବର ପଟୁ ଆସୁଥିବା ଅନ୍ୟ ଏକ ମାଲବାହୀ ଟ୍ରକ୍ ପଛରୁ […]