ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା କୁକୁଡ଼ା ବୋଝଇ ପିକଅପ୍ ଭ୍ୟାନ୍, ଜଣଙ୍କର ମୃତ୍ୟୁ
ଭୋଗରାଇ ୨୯।୭: ବାଇକ୍କୁ ଧକ୍କା ଦେଲା କୁକୁଡା ବୋଝେଇ ପିକଅପ୍ ଭ୍ୟାନ୍ । ଦୁର୍ଘଟଣା ଫଳରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି । ପୋଲସ ଗାଡିଟିକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ପୋଲିସ । ସୂଚନାଯୋଗ୍ୟ ଯେ, ପଶ୍ଚିମବଙ୍ଗ ନମ୍ବର ଥିବା ଏକ କୁକୁଡ଼ା ବୋଝେଇ ପିକଅପ୍ ଭ୍ୟାନ୍ ଦେଉଳାରୁ ଥାନା ଛକ ଅଭିମୁଖେ ଆସୁଥିବା ବେଳେ ଆଗରେ ଯାଉଥିବା ବାଇକ୍କୁ ଧକ୍କା ଦେଇଥିଲା । ଫଳରେ ବାଇକ୍ ଆରୋହୀ ଆହତ ହୋଇଥିଲେ । ପିକଅପ୍ […]