ଆଜି ୪ଜିଲ୍ଲାରେ କୁଆପଥର ବର୍ଷା; ଜାରି ରହିବ ଖରା, ତାତି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଗୁରୁବାର ଦିନ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ବଲାଙ୍ଗୀର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ […]









