ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କୋଲ୍କାତା: ରବିବାର ସନ୍ଧ୍ୟାରେ ରାମ ନବମୀ ଶୋଭାଯାତ୍ରା ବେଳେ ପଶ୍ଚିମବଙ୍ଗର ହୁଗୁଳିଠାରେ ହିଂସାକାଣ୍ଡ ଘଟିବାରୁ ଜଣେ ‘ବିଜେପି’ ବିଧାୟକ ଆହତ ହୋଇଛନ୍ତି ବୋଲି ପୁଲିସ କହିଛି। ଆହତ ବିଧାୟକ ହେଉଛନ୍ତି ବିମାନ ଘୋଷ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ କହିବା […]









