ଟ୍ରକ୍ ଧର୍ମଘଟ ପ୍ରତ୍ୟାହୃତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ-ମହାନଦୀବିହାର : ଓଡିଶା ରାଜ୍ୟ ଟ୍ରକ୍ ମାଲିକ ସଂଘ ପକ୍ଷରୁ ବୁଧବାର ରାତିରେ ଆରମ୍ଭ ହେବାକୁ ଥିବା ଧର୍ମଘଟ ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଛି। ସଂଘର ସାଧାରଣ ସମ୍ପାଦକ ରବି ଶତପଥୀ ଏକ ପ୍ରେସ ବିବୃତିରେ ଏହା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, […]









