ମାନବୀୟ ଓ ସଂସ୍ଥାଗତ କ୍ଷମତା ସୁଦୃଢ଼ ହେବ: ସୁଭାଷ ସରକାର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ଭୁବନେଶ୍ବରସ୍ଥିତ ଆଇଏମ୍ଏମ୍ଟି ପରିସରରେ ଆଜିଠାରୁ ଜି-୨୦ ଶିକ୍ଷା ଅଧୀନରେ ତୃତୀୟ ଶିକ୍ଷା କାର୍ଯ୍ୟ ଗୋଷ୍ଠୀ ବୈଠକ ଆରମ୍ଭ ହୋଇଛି। ୩ଦିନ ଧରି ହେବାକୁ ଥିବା ଏହି ବୈଠକର ପ୍ରଥମ ଦିନରେ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁଭାଷ ସରକାର ସମ୍ମାନିତ ଅତିଥିଭାବେ […]









