ସମ୍ବଲପୁର ହିଂସାକାଣ୍ଡ: ଜିଲ୍ଲାପାଳ, ଏସ୍ପିଙ୍କୁ ମାନବାଧିକାର କମିସନ୍ ନୋଟିସ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରୁ ସୃଷ୍ଟ ଗଣ୍ଡଗୋଳ ଓ ହିଂସାକାଣ୍ଡ ଘଟଣାକୁ ରାଜ୍ୟ ମାନବାଧିକାର କମିସନ୍ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ଏହି ପ୍ରସଂଗରେ ସମ୍ବଲପୁର ଜିଲ୍ଲାପାଳ ଓ ଏସ୍ପିଙ୍କ ନିକଟରୁ କମିସନ୍ ରିପୋର୍ଟ ତଲବ କରିଛନ୍ତି। କମିସନ୍ […]









