ଜାନୁଆରି ୨୫ରେ ଗଡ଼ିବ ଶ୍ରୀଜଗନ୍ନାଥ ସର୍କିଟ ଟ୍ରେନ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ରେଳ ମନ୍ତ୍ରଣାଳୟ ଅଧୀନ ଭାରତୀୟ ରେଳବାଇ କ୍ୟାଟରିଙ୍ଗ ଆଣ୍ଡ ଟୁରିଜିମ କର୍ପୋରେସନ(ଆଇଆରସିଟିସି) ପକ୍ଷରୁ ଭାରତ ଗୌରବ ଟ୍ରେନ ମାଧ୍ୟମରେ ଶ୍ରୀଜଗନ୍ନାଥ ଯାତ୍ରା ରେଳ ଟୁର ପ୍ୟାକେଜ୍ ଘୋଷଣା କରାଯାଇଛି। ଘରୋଇ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର ସରକାରଙ୍କ […]









