ନିର୍ବାଚନରେ ମାତିଲେ, ମଣ୍ଡି ଖୋଲିବାକୁ ଭୁଲିଗଲେ: କମ୍ ମୂଲ୍ୟରେ ଧାନ ବିକିଲେଣି ଚାଷୀ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମ୍ଏସ୍ପିକୁ ନେଇ ରାଜ୍ୟ ଓ କେନ୍ଦ୍ର ସରକାର ମୁହାଁମୁହିଁ ସ୍ଥିତିରେ ଅଛନ୍ତି। ହେଲେ କେନ୍ଦ୍ର ସରକାର ଏଯାଏ ଏମ୍ଏସ୍ପିକୁ ଆଇନଗତ ମାନ୍ୟତା ଦେଇନାହାନ୍ତି। କେନ୍ଦ୍ର ସରକାରଙ୍କ ଏ କ୍ଷେତ୍ରରେ ଟାଳଟୁଳ ନୀତି ପୂରା […]









