୧୨୦୦ ଛାତ୍ରଙ୍କୁ ଖାଦ୍ୟରେ ଦିଆଗଲା ବିଷ! ସେମାନଙ୍କ ଦୋଷ ଥିଲା ଏତିକି ଯେ…
ବ୍ୟୁରୋ: ଇରାନରେ ତେଜିଥିବା ହିଜାବ ବିରୋଧୀ ଆନ୍ଦୋଳନ ଭିତରେ ଏକ ସାଙ୍ଘାତିକ ତଥ୍ୟ ସାମ୍ନାକୁ ଆସିଛି । ସରକାର ବିରୋଧୀ ହିଜାବ ଆନ୍ଦୋଳନରେ ସାମିଲ ହେଲେ ବୋଲି ଇରାନ ସରକାର ରଚିଲେ ସାଙ୍ଘାତିକ ଷଡଯନ୍ତ୍ର । ୧୨୦୦ ଛାତ୍ରଙ୍କୁ ଖାଦ୍ୟରେ ଦେଇଥିଲେ ବିଷ । ସେମାନଙ୍କ ଦୋଷ କେବଳ ଏତିକି ଯେ, ସେମାନେ ହିଜାବ ବିରୋଧୀ ଆନ୍ଦୋଳନରେ ସାମିଲ ହୋଇଥିଲେ । ହେଲେ ଭାଗ୍ୟ ସେମାନଙ୍କ ସାଥ୍ ଦେଇଥିଲା । ମୃତ୍ୟୁରୁ ବଞ୍ଚିଯାଇଥିଲେ ହେଲେ ସେମାନଙ୍କ ସ୍ୱାସ୍ଥ୍ର୍ୟ […]









