ଖୁବ୍ଶୀଘ୍ର କନ୍ଧମାଳକୁ ମାଓମୁକ୍ତ କରାଯିବ: ଅମିତାଭ ଠାକୁର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଫୁଲବାଣୀ : କନ୍ଧମାଳ-ବୌଦ୍ଧ ଜିଲ୍ଲା ସୀମାନ୍ତରେ ଗତକାଲି କମ୍ବିଂ ଅପରେସନ ବେଳେ ସୁରକ୍ଷା କର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଅପରେସନ ବେଳେ ୧୦ରୁ ୧୫ ଜଣ ମାଓବାଦୀ ଥିଲେ। ତେବେ, ସୁରକ୍ଷା କର୍ମୀଙ୍କ ଏନ୍କାଉଣ୍ଟରରେ ୨ ଜଣ ମହିଳା କ୍ୟାଡର […]









