ରାଜଧାନୀରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା, କେହି ନଥିବା ବେଳେ ଝୁଲିପଡିଲେ ଘରେ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ ଭୁବନେଶ୍ୱର ୦୫।୧୨ : ରାଜଧାନୀରେ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା । ଭୁବନେଶ୍ୱର ସାଲିଆସାହିରେ ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି । ମୃତ ପ୍ରେମୀ ଯୁଗଳଙ୍କ ନାମ ହେଲା ଚିତ୍ରସେନ ଗୌଡ ଓ ପି.ବର୍ଷା ରେଡ୍ଡୀ ବୋଲି ଜଣାପଡିଛି । ଯୁବକଙ୍କ ଘର ବିଜୟଓ୍ୱାଡା […]









