ଗାନ୍ଧୀ ମାର୍ଗରେ ଅଙ୍ଗନୱାଡି କର୍ମୀ ଏକାଠି
ଭୁବନେଶ୍ବର : ୮ ଦଫା ଦାବି ନେଇ ଅଲ୍ ଓଡ଼ିଶା ଅଙ୍ଗନୱାଡି ଲେଡିଜ୍ ୱାର୍କର୍ସ ଆସୋସିଏସନ୍ ସୋମବାର ଦିନ ଲୋୟର୍ ପିଏମ୍ଜିରେ ସରକାରଙ୍କ ବିରୋଧରେ ଗର୍ଜିଛି। ସଭାନେତ୍ରୀ ସୁମିତା ମହାପାତ୍ରଙ୍କ ନେତୃତ୍ବରେ ଆସୋସିଏସନ୍ର ୩୦ ହଜାରରୁ ଊର୍ଦ୍ଧ୍ବ କର୍ମୀ ଗାନ୍ଧୀ ମାର୍ଗରେ ଧାରଣା ଦେବା ସହ ସେମାନଙ୍କ ଦାବି ଉପସ୍ଥାପନ କରିଥିଲେ। ଅଙ୍ଗନୱାଡି କର୍ମୀଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ପ୍ରଦାନ, ମାନ୍ୟତା ନ ମିଳିବା ପର୍ଯ୍ୟନ୍ତ କର୍ମୀଙ୍କୁ ୧୮ ହଜାର ଓ ସହାୟିକାଙ୍କୁ ୯ ହଜାର ଟଙ୍କା […]









