ମଙ୍ଗଳବାରଠୁ ମହାପ୍ରଭୁଙ୍କ ଦେବ ଦୀପାବଳି ନୀତି, ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେବେ ମହାପ୍ରଭୁ
ପୁରୀ ୨୨/୧୧: ଆଜିଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ଆଜି ପ୍ରଥମ ଦିନ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ମହାପ୍ରଭୁ, ଅଦିତି ଓ କଶ୍ୟପଙ୍କ ଉଦ୍ଦେଶ୍ୟରେ ଦୀପ ଦାନ […]









