ଆନ୍ଦୋଳନକାରୀଙ୍କୁ ବାର୍ ଆସୋସିଏସନର ନୋଟିସ୍, ଆନ୍ଦୋଳନରୁ ଓହରି ତୁରନ୍ତ କାର୍ଯ୍ୟରେ ଯୋଗ ଦିଅନ୍ତୁ…
କଟକ ୧୫।୧୧ : ଆନ୍ଦୋଳନ ଚଳାଇଥିବା ୫ ବାର୍ ଆସୋସିଏସନ ଆନ୍ଦୋଳନରୁ ଓହରି ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ଷ୍ଟେଟ ବାର କାଉନସିଲ୍ ର ନିର୍ଦ୍ଦେଶ। ନଚେତ ଆନ୍ଦୋଳନରେ ସାମିଲ ଥିବା ଆଇନଜୀବୀଙ୍କ ଲାଇସେନ୍ସ ବାତିଲ ହେବ ବୋଲି ଚିଠିରେ କୁହାଯାଇଛି । ବାର କାଉନସିଲ ଅଫ ଇଣ୍ଡିଆର ନିଷ୍ପତ୍ତି କ୍ରମେ ଷ୍ଟେଟ ବାର କାଉନସିଲ୍ ଏହି ନିର୍ଦ୍ଦେଶ ଦେଇଛି। ଖବର ଅନୁଯାୟୀ, ସମ୍ବଲପୁର, ବଡମ୍ବା, ଟାଙ୍ଗି, ତାଳଚେର , ପାଲଲହଡା ବାର୍ ଆସୋସିଏସନକୁ ନୋଟିସ୍ ଦିଆଯାଇଛି। […]









