ବନ୍ଧୁକ ଦେଖାଇ ୧୪ ଲକ୍ଷ ଟଙ୍କା ଲୁଟିନେଲେ ୨ ଦୁର୍ବୃତ୍ତ
ରାଉରକେଲା ୧୪/୧୧: ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍ କରିବାକୁ ଗଲାବେଳେ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ନାଲି ପଲସର୍ପରେ ଆସି ବନ୍ଧୁକ ମୁନରେ ନେଇଗଲେ ୧୪ ଲକ୍ଷ ୯୩ ହଜାର ୪୦୦ ଟଙ୍କା। ରାଉରକେଲା ମହାନଗର ନିଗମ ପାଖ ରିଂ ରୋଡରେ ଏପରି ଘଟଣା ହୋଇଛି। ଖବର ଅନୁସାରେ, ସେଠାକାର ପ୍ରତିଷ୍ଠିତ ବ୍ୟବସାୟୀଙ୍କ କର୍ମଚାରୀ ପ୍ରଶାନ୍ତ ବିଶ୍ୱାଳ କୋଏଲ ନଗରଘରୁ ୧୪ ଲକ୍ଷ ଲକ୍ଷ ୯୩ ହଜାର ୪୦୦ ଟଙ୍କା ନେଇ ଉଦିତ ନଗର ବ୍ୟାଙ୍କକୁ ଜମା କରିବାକୁ ଯାଉଥିଲେ। […]









