ସ୍ପଷ୍ଟ ଦିବାଲୋକରେ ଲୁଟ୍, ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାଚେନ୍
ଉଦଳା ୧୭।୧୦ : ସ୍ପଷ୍ଟ ଦିବାଲୋକରେ ଲୁଟ୍ । ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାଚେନ୍ । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଏନ୍ଏସିର ୧ ନମ୍ବର ଓ୍ୱାର୍ଡରେ ଏମିତି କିଛି ଘଟଣା ଦେଖିବାକୁ ମିଳିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ସୋମବାର ମଧ୍ୟାହ୍ନରେ ରୀନାରାଣୀ ସେଠୀ ଉଦଳା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସାମ୍ନା ରାସ୍ତାରେ ଚାଲି ଚାଲି ଯାଉଥିଲେ । ଏହି ସମୟରେ ହଠାତ୍ ୩ଜଣ ଯୁବକ […]
