ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍
ମାହାଙ୍ଗା,୦୬।୧୦ : ଫାଷ୍ଟ ଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର । ମାହାଙ୍ଗା ଥାନା ଛତ୍ରତୋଟା ବଜାରରେ ଥିବା ବାପିନା ଫାଷ୍ଟ ଫୁଡ୍ ଦୋକାନର ମାଲିକ ପ୍ରଶାନ୍ତ ବେହେରାଙ୍କ ମୃତଦେହ ଦୋକାନ ଭିତରୁ ଉଦ୍ଧାର ହୋଇଛି । ପ୍ରତିଦିନ ଭଳି ପ୍ରଶାନ୍ତ ଫାଷ୍ଟଫୁଡ୍ ଦୋକାନ ବନ୍ଦ କରି ଦୋକାନ ଭିତରେ ଶୋଇବାକୁ ଯାଇଥିଲେ । ସକାଳୁ ଘରକୁ ଫେରିବାକୁ ବିଳମ୍ବ ହେବାରୁ ବାପା କୁଳମଣି ବେହେରା ଦୋକାନକୁ ଆସି କବାଟ ବାଡ଼େବା ପରେ କେହି ଖୋଲି ନଥିଲେ […]