ଅଢେଇ କୋଟି ଟଙ୍କାର ସୁନା ଓ ରୂପା ଜବତ, ଜିଏସ୍ଟି ଫାଙ୍କି ହେଉଥିଲା ଚାଲାଣ !
ବ୍ରହ୍ମପୁର ୦୨।୧୦ : ବିପୁଳ ପରିମାଣର ସୁନା ସହ ରୂପା ଜବତ । ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ପୋଲିସ ଦ୍ୱାରା ୩ କେଜି ସୁନା ଏବଂ ୧୭ କେଜି ରୂପା ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ଅଢେଇ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଇଛି । ଗାଡି ଚାଳକ ସହ ତିନି ଜଣଙ୍କ ଅଟକ ରଖିଛି ପୋଲିସ । ଖବର ଅନୁଯାୟୀ, ତାମିଲନାଡୁରୁ ବ୍ରହ୍ମପୁର ପ୍ରେମନଦର ଅଞ୍ଚଳକୁ ଆସୁଥିଲା ଏକ୍ କାର […]