୨ ହତ୍ୟା ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଝାରସୁଗୁଡ଼ା : ଝାରସୁଗୁଡ଼ା କ୍ରିଷ୍ଣା ଏନ୍କ୍ଲେଭରେ ରହୁଥିବା ସୁନିତ ଅଗ୍ରୱାଲଙ୍କ ନାବାଳକ ପୁଅ ସମର୍ଥ ଅଗ୍ରୱାଲ (୧୫)ଙ୍କୁ ଅପହରଣ ଓ ହତ୍ୟା କରାଯିବା ଅଭିଯୋଗରେ ଗିରଫ ହୋଇଥିବା ଅମିତ ଶର୍ମା ଓ ଦୀନେଶ ଅଗ୍ରୱାଲଙ୍କୁ ପୁଲିସ ଗୁରୁବାର ଏସ୍ଡିଜେଏମ୍ କୋର୍ଟକୁ ଚାଲାଣ […]









