ରାଜଧାନୀରେ ଯୁବକଙ୍କୁ ପିଟିପିଟି ହତ୍ୟା
ଭୁବନେଶ୍ୱର : ନିଶା କାରବାରକୁ କେନ୍ଦ୍ରକରି ଶୁକ୍ରବାର ବିଳମ୍ବିତ ରାତିରେ ରାଜଧାନୀରେ ଆଉ ଜଣଙ୍କ ମୁଣ୍ଡ ଗଡ଼ିଛି। ମୃତକ ହେଲେ, ୟୁନିଟ୍-୮ ତୁଳସୀ ବସ୍ତିର ପି. ସୁବ୍ରତ ରାଓ ଓରଫ ଚନ୍ଦୁ (୩୭)। ଶୁକ୍ରବାର ରାତି ପ୍ରାୟ ସାଢ଼େ ୧୧ଟା ବେଳେ କିଛି ଦୁର୍ବୃତ୍ତ ସଂଘବଦ୍ଧ ଭାବେ ଆକ୍ରମଣ କରି ତାଙ୍କୁ ହତ୍ୟା କରିଛନ୍ତି। ୟୁନିଟ୍-୮ସ୍ଥିତ ନାରାୟଣୀ ବସ୍ତିରେ ଏହି ଅପରାଧିକ ଘଟଣା ଘଟିଛି। ଦୁର୍ବୃତ୍ତମାନେ ତାଙ୍କୁ ବସ୍ତି ଭିତରେ ପିଟିପିଟି ହତ୍ୟା କରିଛନ୍ତି। ଖବର ପାଇ […]