କଟକରେ ପୋକ୍ସୋ କୋର୍ଟ ବିଚାରପତିଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
କଟକ: କଟକରୁ ଆତ୍ମହତ୍ୟାର ଏକ ଚକିତ କରିବା ଭଳି ଘଟଣା ସାମ୍ନାକୁ ଆସିଛି। ପୋକ୍ସୋ କୋର୍ଟର ବିଚାରପତି ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ନିଜ ଜୀବନ ହାରିଥିବା ବିଚାରପତି ହେଉଛନ୍ତି ସୁବାସ କୁମାର ବିହାରୀ । ସିଡିଏ ସେକ୍ଟର-୯ ସ୍ଥିତ ସରକାରୀ ବାସଭବନରେ ଆତ୍ମହତ୍ୟା କରିଥିବା ଜଣା ପଡିଛି। ସିଡିଏର ଏକ ଘରୋଇ ଡାକ୍ତରଖାନା ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ କେଉଁ କାରଣରୁ ସେ ଆତ୍ମହତ୍ୟା କରିଛନ୍ତି ଜଣା ପଡିନି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାରମ୍ଭିକ […]