୩୦ ମିନିଟ୍ରେ ୫୪୩୯ ଥର ବିଜୁଳି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ୩୦ ମିନିଟ୍ରେ ୫୪୩୯ ଥର ବିଜୁଳି ମାରିଛି। କଥାଟି ଅବିଶ୍ବସନୀୟ ଲାଗୁଥିଲେ ମଧ୍ୟ ବୁଧବାର ଦିନ ଭଦ୍ରକ ଜିଲ୍ଲା ବାସୁଦେବପୁର ଓ ଆଖପାଖ ଅଞ୍ଚଳରେ ଏଭଳି ଘଟଣା ସାମ୍ନାକୁ ଆସିଛି। କେନ୍ଦ୍ର ସରକାରଙ୍କ ‘ଦାମିନୀ’ ଆପ୍ରେ ରେକର୍ଡ ହୋଇଥିବା […]









