ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି ଶିବିର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ଅଫିସ ପରିସରରେ ସୋମବାର ବୌଦ୍ଧ ଜିଲ୍ଲାପାଳ ଓ ଏସ୍ପିଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ଅଂଚଳରୁ ୫୧ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ୪୬ଟି ବ୍ୟକ୍ତିଗତ, ୫ଟି ସାମୂହିକ ଅଭିଯୋଗ ରହିଥିଲା। […]









