ନୂଆପଡ଼ାରେ ପୁଣି ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ପୁଣି ବାଘ ଆତଙ୍କ ଦେଖିବାକୁ ମିଳିଛି। ଗତ ରାତିରେ ନୂଆପଡ଼ା ସଦର ରେଞ୍ଜ ଆମାନାରା ସେକସନର ତରିଆମହୁଆଭଟା ଗାଁରେ ପୁଣି ଗୋଟିଏ ବାଛୁରୀକୁ ମାରି ଖାଇଛି ବାଘ। ଆଜି ସକାଳେ ଗାଁର ଭାଗିରଥୀ ରାଉତଙ୍କ ବାଛୁରୀ ଗୁହାଳରେ […]









