ସଅଳ ଦର୍ଶନ ଦେଲେ ଶ୍ରୀଲୋକନାଥ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପୁରୀ : ବର୍ଷକ ପରେ ଦର୍ଶନ ଦେଇଛନ୍ତି ପ୍ରଭୁ ଶ୍ରୀଲୋକନାଥ। ମନ୍ଦିର ଗମ୍ଭୀରାରୁ ପଙ୍କୋଦ୍ଧାର ପରେ ଅପୂର୍ବ ରୂପ ସଂଦର୍ଶନ କରିଛନ୍ତି ହଜାର ହଜାର ଭକ୍ତ। ଏଥିସହ ପ୍ରଭୁ ଶ୍ରୀଲୋକନାଥଙ୍କ ପୀଠରେ ଆରମ୍ଭ ହୋଇଛି ଜାଗର ଯାତ୍ରା। ଅନ୍ୟ ଶୈବ […]









