ସମୁଦ୍ରରେ ବୁଡ଼ିଗଲେ ୩ ପର୍ଯ୍ୟଟକ; ଜଣେ ମୃତ, ଜଣେ ନିଖୋଜ, ଜଣେ ଉଦ୍ଧାର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ . ଅସ୍ତରଙ୍ଗ : ପୁରୀଜିଲ୍ଲା ଅସ୍ତରଙ୍ଗ ବେଳାଭୂମି ପୀର ଜାହାନିଆଠାରେ ଆଜି ପାଣିରେ ବୁଡ଼ି ଜଣେ ପର୍ଯ୍ୟଟକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ନିଖୋଜ ହୋଇଯାଇଛନ୍ତି। ଅନ୍ୟଜଣେ ପର୍ଯ୍ୟଟକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ସେମାନଙ୍କର ପରିଚୟ ମିଳିପାରିନାହିଁ। ଜଗତସିଂହପୁର […]









