ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
ନୂଆଦିଲ୍ଲୀ ୦୩/୧୦: ଇରାନ ବିମାନରେ ବୋମା । ଏହି ସୂଚନା ମିଳିବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା । ଏହି ବିମାନଟି ଭାରତୀୟ ଆକାଶରେ ଥିଲା । ବିମାନଟି ଦିଲ୍ଲୀରେ ଅବତରଣ କରିବାର ଥିଲା । କିନ୍ତୁ ବିମାନ ବମ୍ ଖବର ଶୁଣାଯିବା ପରେ ଭାରତୀୟ ବାୟୁସେନା ସତର୍କ ହୋଇଯାଇଥିଲା । ଫଳରେ ଦିଲ୍ଲୀରେ ଅବତରଣ ଲାଗି ମିଳନଥିଲା ଅନୁମତି । ବାୟୁସେନା ପକ୍ଷରୁ ବିମାନ ପଛରେ ଦୁଇଟି ସୁଖୋଇ ବିମାନ ନିୟୋଜିତ କରାଯାଇଥିଲା । କୁହାଯାଉଛି […]