୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ, ସୋସିଆଲ୍ ମିଡିଆ ଉପରେ ବି ଲାଗିଲା କଟକଣା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ସମ୍ବଲପୁର: ଆଜି ଦିନ ୧୦ଟାରୁ ଆସନ୍ତା ୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହନୁମାନ ଜୟନ୍ତୀ ବାଇକ ରାଲିରେ ପଥରମାଡ଼ ଘଟଣା ପରେ ହିଂସା ରୋକିବା ସହ […]









