ସ୍ୱାସ୍ଥ୍ୟସେବା ନେଇ ହାଇକୋର୍ଟଙ୍କ ଉଦ୍ବେଗ, ତୁରନ୍ତ ପଦକ୍ଷେପ ନେବାକୁ ସରକାରଙ୍କୁ ନିର୍ଦ୍ଦେଶ
କଟକ : ରାଜ୍ୟରେ ସ୍ବାସ୍ଥ୍ୟସେବାର ସ୍ଥିତିକୁ ନେଇ ହାଇକୋର୍ଟ ଉଦ୍ବେଗ ପ୍ରକାଶ କରିଛନ୍ତି। ସବୁ ଜିଲ୍ଲାର ଜିଲ୍ଲା ଆଇନସେବା ପ୍ରାଧିକରଣ (ଡିଏଲଏସଏ) ପକ୍ଷରୁ ଦାଖଲ ରିପୋର୍ଟରୁ ଯେଉଁ ତଥ୍ୟ ସାମନାକୁ ଆସିଛି, ତାହାକୁ ନେଇ ହାଇକୋର୍ଟ ଉଦ୍ବେଗ ପ୍ରକାଶ କରିବା ସହିତ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟରେ ଦାଖଲ ରିପୋର୍ଟ ଅନୁଯାୟୀ ଅଧିକାଂଶ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ମୌଳିକ ସୁବିଧା ନାହିଁ। ଡିଏଲଏସଏ ପକ୍ଷରୁ ଗଠିତ ଟିମ୍ ବିଭିନ୍ନ ଜିଲ୍ଲାର […]