ଜୁନ୍ ୩୦ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
ମେଷ– ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡିବେ ।କର୍ମକ୍ଷେତ୍ରରେ ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବା କାରଣରୁ କାମ ଗୁଡିକ ଅଟକିବ ନାହିଁ । ସାମାଜିକ ସ୍ତରରେ ସାହିତ୍ୟ,କଳା,ସଙ୍ଗିତ କାର୍ଯ୍ୟରେ ଅଗ୍ରଗତି ଘଟିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ । ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ । ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ । କର୍ମଜୀବି-ଉନ୍ନତିର ମାର୍ଗ ମିଳିବ । ଛାତ୍ରଛାତ୍ରୀ-ପାଠପଢାରେ ମନ […]