ଉତ୍ତରା ଛକ ନିକଟରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, କିଙ୍ଗପିନ୍ ସମେତ ୪ ଗିରଫ
ପୁରୀ ୧୮।୬: ଧଳା ଜହରର ହବ୍ ପାଲଟିଗଲାଣି ପୁରୀ ଜିଲ୍ଲା । ବାରମ୍ବାର ଚଢାଉ କରି ଧଳା ଜହର ଜବତ କରୁଛି ପୋଲିସ । କିଛି ଦିନ ତଳେ ବ୍ରାଉନସୁଗାର ଜବତ ହୋଇଥିବା ବେଳେ ପୁଣି ଥରେ ପୁରୀ ପୋଲିସକୁ ସଫଳତା ମିଳିଛି । ବ୍ରାଉନସୁଗାର ଜବତ କରିବା ସହ କିଙ୍ଗପିନ୍କୁ ମଧ୍ୟ ପୋଲିସ ଗିରଫ କରିଛି । ଉଲ୍ଲେଖଯୋଗ୍ୟ ଯେ, ଉତ୍ତରା ଛକ ନିକଟରେ ପିପିଲି ପୋଲିସ ଚଢାଉ କରି ୯୭୮ ଗ୍ରାମ୍ ବ୍ରାଉନସୁଗାର ଜବତ […]