ଧର୍ମ

ଗୁରୁବାର ଦିନ ଏହିଭଳି କରନ୍ତୁ ଶିରିଡି ସାଇ ବାବାଙ୍କ ପୂଜା, ପୂରଣ ହେବ ମନୋସ୍କାମନା

ଭୁବନେଶ୍ୱର : ଶିରିଡି ସାଇ ବାବାଙ୍କୁ ଯିଏ ଶ୍ରଦ୍ଧାର ସହ ପୂଜା କରିଥାଏ, ତାଙ୍କୁ ସ୍ମରଣ କରେ ବାବା ସେମାନଙ୍କ ଉପରେ ସର୍ବଦା ନିଜ କୃପା ଦୃଷ୍ଟି ରଖିଥାନ୍ତି ବୋଲି କୁହାଯାଏ । ଗୁରୁବାର ଦିନ ସାଇ ବାବାଙ୍କୁ ସମର୍ପିତ । ମନୋସ୍କାମନା ପୂର୍ତ୍ତି ପାଇଁ ଲୋକେ ଗୁରୁବାର ଦିନ ସାଇ ବାବାଙ୍କ ବ୍ରତ ପାଳନ କରନ୍ତି । ପ୍ରତ୍ୟେକ ଜାତି ବା ଧର୍ମର ବ୍ୟକ୍ତି ସାଇ ବାବାଙ୍କ ଆରାଧନା କରିପାରିବେ । ସାଇ ବାବା ସମସ୍ତଙ୍କ […]