୨୩ରେ ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ: ୧୬୩ଜଣଙ୍କୁ ପିଏଚ୍ଡି, ୯୯ଜଣଙ୍କୁ ସ୍ୱର୍ଣ୍ଣ ପଦକ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ଏହି ଉତ୍ସବରେ ୨୦୨୧-୨୨ ଶିକ୍ଷାବର୍ଷ ଲାଗି ୧୬୩ଜଣଙ୍କୁ ପିଏଚ୍ଡି ଡିଗ୍ରି ଓ ୯୯ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ। ଜଣେ ଲେଖାଏ ଛାତ୍ର/ଛାତ୍ରୀଙ୍କୁ ଡିଏସି […]









