ଓକିଲ ଆନ୍ଦୋଳନରେ ଗିରଫଦାରି ଜାରି, ୩୨ ଜଣ ଜେଲ୍ଗଲେ
ସମ୍ବଲପୁର : ସମ୍ବଲପୁରରେ ହାଇକୋର୍ଟ ବେଞ୍ଚ୍ ଆନ୍ଦୋଳନ ଘଟଣାରେ ଓକିଲ ଓ ସାଧାରଣ ଲୋକଙ୍କ ଗିରଫଦାରି ଜାରି ରହିଛି। ଗୁରୁବାର ସୁଦ୍ଧା ୧୨ ଆନ୍ଦୋଳନ ଓ ଭଙ୍ଗାରୁଜା ଘଟଣାରେ ମୋଟ ଗିରଫଙ୍କ ସଂଖ୍ୟା ୩୨ରେ ପହଞ୍ଚିଛି। ପୂର୍ବରୁ ୧୫ ଜଣ ଆଇନ୍ଜୀବୀଙ୍କୁ ଗିରଫ କରା ଯାଇଥିଲାବେଳେ ଗୁରୁବାର ଆଉ ୧୭ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ସମସ୍ତଙ୍କୁ ଜେଲ୍ ପଠାଇ ଦିଆଯାଇଛି। ଏହି ୧୭ ଜଣଙ୍କ ମଧ୍ୟରେ ୮ ଜଣ ଆଇନ୍ଜୀବୀ, ୮ […]









