ପଦ୍ମପୁର ଉପନିର୍ବାଚନ, ଶୁକ୍ରବାର ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୦୧।୧୨ : ପଦ୍ମପୁର ଉପନିର୍ବାଚନ ପାଇଁ ସରଗରମ ପ୍ରଚାର ଜାରି ରହିଛି । ତିନି ପ୍ରମୁଖ ଦଳର ନେତାମାନେ ଏଠାରେ ଡେରା ପକାଇ ପ୍ରଚାର ଚଳାଇଛନ୍ତି । ଆସନ୍ତା ଡିସେମ୍ବର ୨ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀଙ୍କ ପ୍ରଚାର ପାଇଁ ନିର୍ବାଚନୀ ମଇଦାନକୁ ଓହ୍ଲାଇବେ । ମୁଖ୍ୟମନ୍ତ୍ରୀ ଆସନ୍ତା ଡିସେମ୍ବର ୨ ତାରିଖରେ ପଦ୍ମପୁର ପ୍ରଚାରରେ ଆସିବେ । ପଦ୍ମପୁର ଏନ୍ଏସି ସମେତ ୩ ବ୍ଲକ୍ ରାଜବୋଡ଼ାସମ୍ବର, ପାଇକମାଳ ଓ ଝାରବନ୍ଧ ବ୍ଲକରେ ୩ଟି […]









