ପ୍ରେମ ବ୍ୟାପାରକୁ ନେଇ ହତ୍ୟାକାଣ୍ଡ ଘଟଣା, କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତାରୋକ
ଯାଜପୁର ୩୦।୧୧ : ଯାଜପୁର କାଳିଆପାଣି ଖଣି ଅଞ୍ଚଳରେ ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ହୋଇଥିବା ହତ୍ୟାକାଣ୍ଡ ଘଟଣା। ଅଭିଯୁକ୍ତ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ। ଅଭିଯୁକ୍ତର ଟ୍ରକ୍ ଜାଳି ଦେଲେ ଉତ୍ୟକ୍ତ ଲୋକେ। ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀ ଙ୍କୁ ବୁଝାସୁଝା କରୁଛି ପୋଲିସ। ଖବର ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ଅଭିଯୁକ୍ତକୁ ଅଟକ ରଖି ଘଟଣାର ତଦନ୍ତ ଜାରି ରଖିଛି କାଳିଆପାଣି ପୋଲିସ। ପ୍ରେମ ବ୍ୟାପାରକୁ […]









