ଇଡିରେ ପୁଣି ହାଜର ହେଲେ ଅକ୍ଷୟ ପରିଜା, ମଙ୍ଗଳବାର ହୋଇଥିଲେ ୯ଘଣ୍ଟାର ଜେରା
ଭୁବନେଶ୍ୱର ୨୩।୧୧ : ଇଡିରେ ପୁଣି ହାଜର ହେଲେ ଅକ୍ଷୟ ପରିଜା । ମଙ୍ଗଳବାରର ୯ ଘଣ୍ଟା ଜେରା ପରେ ଆଜି ପୁଣି ହାଜର ହୋଇଛନ୍ତି ଫିଲ୍ମ ନିର୍ଦ୍ଦେଶକ । ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଗିରଫ ଏବଂ ଅର୍ଥ ହେର୍ଫେର୍ ମାମଲାରେ ଖୋଳତାଡ଼ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଖବର ଅନୁଯାୟୀ, ଅର୍ଚ୍ଚନା ନାଗଙ୍କ ଆର୍ଥିକ କାରବାର ମାମଲାରେ ଖୋଳତାଡ଼ କରୁଛି ଇଡି । ଏହିକ୍ରମରେ ଓଡିଆ ଫିଲ୍ମ ନିର୍ଦ୍ଦେଶକ ଅକ୍ଷୟ ପରିଜାଙ୍କୁ ନୋଟିସ୍ କରିଥିଲା […]









