ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
ଲମତାପୁଟ ୦୨।୧୦ : ପୋଲିସକୁ ପୁଣି ସଫଳତା । କାର୍ରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ। ଆନ୍ଧ୍ର ଓଡ଼ିଶା ସୀମାନ୍ତ ଅଞ୍ଚଳରୁ ବାହାର ରାଜ୍ୟକୁ ଗଞ୍ଜେଇ ଚୋରାଚାଲାଣ ବେଳେ ୩ ଜଣଙ୍କୁ ମାଡ଼ିବସିଲା ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ମାଛକୁଣ୍ଡ ପୋଲିସ ଏକ ସ୍ଵତନ୍ତ୍ର ଟିମ୍ ଗଠନ କରି ଯଲାପୁଟ ଅଞ୍ଚଳରେ ପାଟ୍ରୋଲିଂ କରିଥିବା ବେଳେ ଶଗର ଗାଁ ନିକଟରେ ଏକ କାରକୁ ଅଟକାଇଥିଲେ। ଗାଡିକୁ ଯାଞ୍ଚ୍ ବେଳେ ଡିକିରୁ ବିପୁଳ ପରିମାଣରେ ଗଞ୍ଜେଇ […]